Latestରାଜ୍ୟ ଉମାଶଙ୍କର ଦାସ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତ July 14, 2020 admin ଭୁବନେଶ୍ୱର() ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଏକ ବଡ଼ଧରଣର ଅଦଳ ବଦଳ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି । ତଦନୁଯାୟୀ ଉମାଶଙ୍କର ଦାସଙ୍କୁ ଭୁବନେଶ୍ୱର ଡିସିପିଭାବେ ନିଯୁକ୍ତ କରାଯାଇଥିବାବେଳେ ପ୍ରତୀକ ସିଂହଙ୍କୁ କଟକ ଡିସିପିଭାବେ ନିଯୁକ୍ତ କରାଯାଇଛି । Share