ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ରାଜ୍ୟ ସରକାରଙ୍କ ପରାମର୍ଶଦାତା ମାନସ ମଙ୍ଗରାଜଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି । ସେ ଗଣମାଧ୍ୟମ ଓ ଲୋକ ସଂପର୍କ ପରାମର୍ଶଦାତା ଭାବେ ଦାୟିତ୍ବ ତୁଲାଇବେ । ମାନସଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି ।