Latestରାଜ୍ୟ

ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଏକକାଳୀନ ଭତ୍ତା

ଭୁୁବନେଶ୍ୱର() ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳୀନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ ଦେବାକୁ ନିଷ୍ପତ୍ତି ହୋଇଛି । ଏନେଇ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

nineteen − 2 =