Latestରାଜନୀତି

ଅପରାହ୍ନରେ ଆଗତ ହେବ ୨୦୨୦-୨୧ ବର୍ଷର ଅତିରିକ୍ତ ବଜେଟ୍

ଭୁବନେଶ୍ୱର() ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । କୋଭିଡ କଟକଣା ଭିତରେ ସାଢେ ୪ ଘଣ୍ଟା ଚାଲିବ ଗୃହ । ଗୃହ ଆରମ୍ଭରେ ପୂର୍ବତନ ବାଚସ୍ପତି ଶରତ କରଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ଦିବଂଗତ ବିଧାୟକ ଓ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଶୋକ ପ୍ରସ୍ତାବ ଆଗତ ପରେ ଗୃହ ଅପରାହ୍ଣ ୩ଟା ଯାଏଁ ମୁଲତବୀ । ଅପରାହ୍ଣରେ ଆଗତ ହେବ ୨୦୨୦-୨୧ ବର୍ଷର ଅତିରିକ୍ତ ବଜେଟ୍ ।

Share

Leave a Reply

Your email address will not be published. Required fields are marked *

eighteen + ten =