ମନୋରଞ୍ଜନ

ଲୁହରେ ଅଛି ଅନେକ ଫାଇଦା ,ଜାଣନ୍ତୁ …

ଯେମିତି ହସିବା ଆମ ସ୍ବାସ୍ଥ୍ୟପକ୍ଷେ ଲାଭଦାୟକ ହୋଇଥାଏ । ସେହିପରି ବେଳେବେଳେ କାନ୍ଦିବା ମଧ୍ୟ ଆମ ସ୍ବାସ୍ଥ୍ୟପକ୍ଷେ ଲାଭଦାୟକ ହୋଇଥାଏ । ଏକ ରିସର୍ଚ୍ଚ ଅନୁଯାଇ କେବେକେବେ କାନ୍ଦିବା ଆମ ସ୍ବାସ୍ଥ୍ୟ ପାଇଁ ଖୁବ୍ ଲାଭଦାୟକ ହୋଇଥାଏ । ଆମେ ଆଜି ଆପଣଙ୍କ ଜଣାଇବୁ କାନ୍ଦିବାରୁ ମିଳୁଥିବା ୫ଟି ଫାଇଦା ବିଷୟରେ –
• ଆଖିର ମେମବ୍ରେନ୍ ସୁଖି ଯିବା କାରଣରୁ ଆଖିର ଆଲୋକ ଦୁର୍ବଳ ହୋଇଯାଇଥାଏ । ଆପଣଙ୍କର ଲୁହ ଏହାକୁ ଶୁଖିବାକୁ ଦିଏ ନାହିଁ ଯାହା ଦ୍ବାରା ଅପଣଙ୍କର ଆଖିର ଆଲୋକ ଠିକ୍ ରହିଥାଏ ।
• ଲୁହରେ ଲୋସୋଜମ୍ ନାମକ ଏକ ପ୍ରକାର ତତ୍ବ ରହିଥାଏ ଯାହା ବାହାରର ବ୍ୟାକ୍ଟେରିଆଙ୍କୁ ମାରିବାରେ ୯୦ ପ୍ରତିଶତ ସଫଳ ହୋଇଥାଏ ।
• ଯଦି ଆପଣ କିଛି ଦୁଶ୍ଚିନ୍ତାରେ ଅଛନ୍ତି ଏବଂ କାନ୍ଦୁଛନ୍ତି ତେବେ ଲୁହ ସହିତ ଆଡ୍ରେନୋକୋଟିକୋଟ୍ରୋପିକ୍ ଏବଂ ଲିଉସିନ୍ ନାମକ ହରମୋନ୍ ବାହାରିଥାଏ ଯାହା ଦ୍ବାରା ଦୁଶ୍ଚିନ୍ତା ଦୂର ହୋଇଥାଏ ।
• କାନ୍ଦିବା ଦ୍ବାରା ମସ୍ତିଷ୍କ ଏବଂ ହୃଦୟ ଠିକ୍ ଭାବେ କାର୍ୟ୍ୟ କରିଥାଏ ।
• ଲୁହ ଆପଣଙ୍କର ନିରାସପଣକୁ ଦୂରକରିଥାଏ । ଏହା ଦ୍ବାରା ଅପଣଙ୍କ ମନକୁ ଶାନ୍ତି ମିଳିଥାଏ ।

Share

Leave a Reply

Your email address will not be published. Required fields are marked *

fifteen − one =