ନୂଆଦିଲ୍ଲୀ() କରୋନାରେ ଅଧିକ ପ୍ରଭାବିତ ହେଉଥିବା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଏହାର କବଜାକୁ ଆସିଛନ୍ତି । ଏନେଇ ଆଜି ସକାଳେ ଟ୍ରମ୍ପ ଟ୍ୱିଟ ଜରିଆରେ କହିଛନ୍ତି ଯେ, ସେ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପଙ୍କର ରିପୋର୍ଟ କରୋନା ପଜିଟିଭ୍ ଆସିଛି ।
ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିବା ପରେ ଦୁହେଁ କ୍ୱାରେଣ୍ଟାଇନରେ ରହିଛନ୍ତି ।