Latestରାଜ୍ୟ

କେନ୍ଦ୍ରାପଡା ସମୁଦ୍ରରୁ ଧରାପଡିଲା ମୟୂର ମାଛ, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ପଟ୍ଟାମୁଣ୍ଡାଇ() କେନ୍ଦ୍ରାପଡା ଜିଲ୍ଲା ରାଜନଗର ତାଳଚୁଆରେ ଧରା ହୋଇଛି ବିରଳ ପ୍ରଜାତିର ମାଛ । ମାଛଟି ଦେଖିବାକୁ ଲମ୍ବାଲିଆ ହୋଇଥିବା ବେଳେ ମୁହଁ ଥଣ୍ଟ ଆକୃତିର ହୋଇଛି । ଏହି ମାଛକୁ ‘ମୟୂର ମାଛ’ ବୋଲି କୁହାଯାଉଛି। ମାଛଟିର ମୂଲ୍ୟ କିଲୋ ପ୍ରତି ପ୍ରାୟ ୧୦ ହଜାର ଟଙ୍କା ହେବ । ଏହାର ଓଜନ ୨୦ କେଜି ହୋଇଥିବାରୁ ଏହାର ମୂଲ୍ୟ ୨ ଲକ୍ଷ ଟଙ୍କା ହେବ ବୋଲି ମୂଲଚାଲ ହୋଇଛି। ଦୀଘାରେ ଏହି ମାଛ ବିକ୍ରି କରାଯିବା ନିମନ୍ତେ କଥାବାର୍ତ୍ତା ଶେଷ ହୋଇଥିବା ବେଳେ ଏହାକୁ ଧାମରା ପଠାଇ ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

5 × two =